ଦେଶରେ ୨୪ ଘଣ୍ଟାରେ ୩୩ ହଜାର ୭୫୦ କରୋନା ସଂକ୍ରମିତ ଚିହ୍ନଟ, ଦିନକରେ ୧୨୩ ମୃତ
ନୂଆଦିଲ୍ଲୀ(କେନ୍ଯୁଜ୍): ଦେଶରେ ୩୦ହଜାର ଟପିଲା କରୋନା ସଂକ୍ରମଣ। ୨୪ ଘଣ୍ଟାରେ ୩୩ ହଜାର ୭୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ୧୨୩ ଜଣଙ୍କ ମୃତ୍ୟୁ ହୋଇଛି। ଗୋଟିଏ ଦିନରେ ୨୨.୫ ପ୍ରତିଶତ ବଢିଛି କରୋନା ସଂକ୍ରମଣ। ଆକ୍ଟିଭ କେସ୍ ୧ଲକ୍ଷ ୪୫ହଜାର ୫୮୨ରେ ପହଞ୍ଚିଛି। ମୃତ୍ୟୁ…