ରାଜ୍ୟରେ ଆଉ ୮୫୨ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ ଆକ୍ରାନ୍ତ
ଭୁବନେଶ୍ବର(କେନ୍ଯୁଜ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୧୮୧ ଜଣ ୧୮ ବର୍ଷରୁ କମ୍ ବୟସର…