ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କୁ ଆଜି ଏୟାର ଆମ୍ବୁଲାନ୍ସରେ ପଠାଯିବ କୋଲକାତା, ସମସ୍ତ ପ୍ରସ୍ତୁତି…
କଟକ: ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କୁ ଆଜି ଏୟାର ଆମ୍ବୁଲାନ୍ସରେ କରାଯିବ ସ୍ଥାନାନ୍ତର। କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଏବେ ଗୁରୁତର ରହିଛି। ଯାହାଫଳରେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଆଜି…