Below header
Browsing Tag

debasis nayak

ବିଜେଡି ଛାଡିଲେ ଦେବାଶିଷ ନାୟକ, ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖରୁ ପଠାଇଛନ୍ତି ଇସ୍ତଫାପତ୍ର । ୨୦୧୯ରେ ବିଜେଡି ତାଙ୍କୁ ପ୍ରାର୍ଥୀ କରି ନଥିଲା…