ବଡ଼ ଆଶ୍ବସ୍ତି: ଭୁବନେଶ୍ୱରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର
ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୪୯୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୨୦୦ ଟଙ୍କା ଛୁଇଁଛି ।…