ଦୀପାବଳିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ୨୮ ଅକ୍ଟୋବରରୁ ୨୪ ଘଣ୍ଟା ପାଇଁ ମିଳିବ ବିଜୁଳି ସେବା
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୀପାଳବିକୁ ନେଇ ଅଧିକାରୀମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ ବୈଠକ କରିଛନ୍ତି । ଏନେଇ ସେ ରାଜ୍ୟର ବିଭାଗୀୟ ଅଧିକାରୀଙ୍କୁ ଉତ୍ସବ ସମୟରେ ବିଦ୍ୟୁତ୍ କାଟ୍ ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ସୋସିଆଲ ମିଡିଆରେ ମଧ୍ୟ…