ବିଜୟ ସଂକଳ୍ପ ସମାବେଶରେ ଯୋଗଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
କଳାହାଣ୍ଡି : ବିଜେପି ଫୋକସରେ କଳାହାଣ୍ଡି ଜିଲ୍ଲା ସଂସଦୀୟ କ୍ଷେତ୍ର l ପ୍ରତିରକ୍ଷା ମନ୍ତ୍ରୀ ଆଜି ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ପହଞ୍ଚି ଥିଲେ କିନ୍ତୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ତାଙ୍କ ଉଦବୋଧନ ଶୁଣିବା ପାଇଁ ନେତା ଏବଂ କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଥିଲା l…