Browsing Tag

delhi airport

Air India Flight Turbulence : ମଝି ଆକାଶରେ ଏୟାର ଇଣ୍ଡିଆ ବିମାନରେ ଟର୍ବୁଲାନ୍ସ, ଅନେକ ଯାତ୍ରୀ ଆହତ

ନୂଆଦିଲ୍ଲୀ : ଦିଲ୍ଲୀ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଟର୍ବୁଲାନ୍ସ ଯୋଗୁଁ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ଆମ୍ବୁଲାନ୍ସ ଡକାଯାଇ ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ଏହା ବିଷୟରେ ଏୟାର ଇଣ୍ଡିଆ ସୂଚନା…

ଦିଲ୍ଲୀ ଏୟାରପୋର୍ଟରେ ବର୍ଷା ପବନ ଯୋଗୁଁ ଖେଳଣା ଭଳି ଚାଲୁଥିଲା ଲୁହା ସିଡ଼ି, କ୍ଷତିଗ୍ରସ୍ତ ହେଲା ୩ଟି ଏୟାର ଇଣ୍ଡିଆ…

ନୂଆଦିଲ୍ଲୀ : ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏୟାର ଇଣ୍ଡିଆର ୩ଟି ବିମାନ କ୍ଷତିଗ୍ରସ୍ତ ହୋଇଛି । ରବିବାର ଜୁନ୍ ୭ ତାରିଖ ଅପରାହ୍ନରେ ହଠାତ୍ ଝଡ଼ ଏବଂ ବର୍ଷା ଯୋଗୁଁ ଟର୍ମିନାଲ ୨ରେ ଥିବା ବିମାନର ସିଡ଼ି ପବନରେ ଘୋଷାଡି ହୋଇ ବିମାନ ସହିତ ମାଡ଼ ହୋଇଥିଲା । ମାମଲାର…

ଇବୋଲା ଭାଇରସକୁ ନେଇ ଦିଲ୍ଲୀ ଏୟାରପୋର୍ଟରେ ଆଲର୍ଟ, ସରକାର ଜାରି କଲେ ଆଡଭାଇଜରୀ

ନୂଆଦିଲ୍ଲୀ : ଇବୋଲା ଭାଇରସ ସଂକ୍ରମଣକୁ ନେଇ ଦିଲ୍ଲୀ ଏୟାରପୋର୍ଟରେ ଆଡଭାଇଜରୀ ଜାରି ହୋଇଛି । ଡିଜିଏଚଏସ ଏହି ଭାଇରସକୁ ନେଇ ଆଡଭାଇଜରୀ ଜାରି କରିଛି । ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆଡଭାଇଜରୀରେ କହିଛନ୍ତି, ଇବୋଲା ଭାଇରସରେ ପ୍ରଭାବିତ ଦେଶରୁ ଆସୁଥିବା କିମ୍ବା ସେଠାର ହୋଇ…

ଦିଲ୍ଲୀ ଏୟାରପୋର୍ଟରେ ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ଭିତରେ ଥିଲେ ୨୨୮ ଯାତ୍ରୀ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସ୍ବିଜରଲାଣ୍ଡ ଜୁରିଚ୍ ଯିବାକୁ ଥିବା ସ୍ବିସ୍ ଏୟାରଲାଇନ୍ସର ବିମାନ ଉଡ଼ାଣ ଭରୁଥିବା ସମୟରେ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନ ଇଂଜିନରେ ନିଆଁ ଲାଗିବା ଜାଣିବା ପରେ ଯାତ୍ରୀମାନେ…

ରନୱେରେ ଧକ୍କା ହେଲା ଦୁଇଟି ବିମାନ, ସମସ୍ତ ଯାତ୍ରୀ ଓ କ୍ରୁ ସଦସ୍ୟ ସୁରକ୍ଷିତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସାଇସ୍ପଜେଟ B737-700 ବିମାନ ଏୟାରପୋର୍ଟରେ ଟ୍ୟାକ୍ସିଂ କରୁଥିବା ବେଳେ ଅନ୍ୟ ଏକ ଆକାସା ଏୟାର ବିମାନକୁ ରନୱେରେ ଧକ୍କା ଦେଇଥିଲା । ଏହି ଧକ୍କା ଫଳରେ ସ୍ପାଇସଜେଟ ବିମାନର ଡାହାଣ ୱିଙ୍ଗ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଦିଲ୍ଲୀ ଏୟାରପୋର୍ଟରୁ ଅନେକ ଉଡ଼ାଣ ରଦ୍ଦ, ଏୟାର ଇଣ୍ଡିଆ ବାତିଲ କଲା ସମସ୍ତ ବିମାନ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ପରେ ଅନେକ ଦେଶ ସେମାନଙ୍କର ଆକାଶ ମାର୍ଗ ବନ୍ଦ କରିଦେଇଛନ୍ତି । ଯାହା ବିଶ୍ୱ ବିମାନ ଚଳାଚଳ ଉପରେ ଗୁରୁତର ପ୍ରଭାବ ପକାଇଛି । ଏହାର ପ୍ରଭାବ ଭାରତରେ ମଧ୍ୟ ପଡିଛି । ଇରାନର ସୁପ୍ରିମ ଲିଡର ଆୟୁତୁଲ୍ଲା ଅଲ୍ଲୀ ଖାମେନେଇଙ୍କ…

ଟଳିଲା ଅଘଟଣ : କଣ୍ଟେନର ସହିତ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ, ଇଞ୍ଜିନ କ୍ଷତିଗ୍ରସ୍ତ

ନୂଆଦିଲ୍ଲୀ : ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏୟାର ଇଣ୍ଡିଆ ବିମାନରେ କଣ୍ଟେନର ଫସିଯିବାରୁ ବିମାନର ଇଞ୍ଜିନ କ୍ଷତିଗ୍ରସ୍ତ ହୋଇଛି । ଏୟାରବସ୍ ଏ୩୫୦ ବିମାନ ଏୟାରପୋର୍ଟରେ ଘନ କୁହୁଡିରେ ଟ୍ୟାକ୍ସି କରୁଥିଲା । ଏହି ସମୟରେ ବିମାନଟି ଫସିଯାଇଥିଲା । ବିମାନରେ…

ଘନ କୁହୁଡ଼ି ଯୋଗୁଁ ୧୪୮ ଟି ବିମାନ ବାତିଲ, IMD ପକ୍ଷରୁ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନତା ହ୍ରାସ ପାଇବାରୁ ଯାତାୟତ ସେବା  ପ୍ରଭାବିତ ହୋଇଥିବାବେଳେ ଇନ୍ଦିରା ଗାନ୍ଧୀ ଆନ୍ତରାଷ୍ଟ୍ରୀୟ ବିମାନବନ୍ଦର ଏହାର କିଛି ବିମାନର ଉଡ଼ାଣକୁ ବାତିଲ କରିଛି ।…

ଘନ କୁହୁଡି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ, ଯାତ୍ରୀଙ୍କୁ ଆଲର୍ଟ କଲା ଏୟାରଲାଇନ୍ସ

ନୂଆଦିଲ୍ଲୀ : ଭାରତର ଉତ୍ତର ଭାଗରେ ପ୍ରବଳ ଶୀତ ସହ ଘନ କୁହୁଡି ଦେଖିବାକୁ ମିଳିଛି । ପ୍ରବଳ ଶୀତ ଓ କୁହୁଡି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କୁହୁଡି ସହ ବିଷାକ୍ତ ସ୍ମଗ୍ କାରଣରୁ ବିମାନ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଦିଲ୍ଲୀରେ ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନ ଦୂରତା ହ୍ରାସ…

ଦିଲ୍ଲୀ ଏୟାରପୋର୍ଟରେ ହଙ୍ଗାମା, ଯାତ୍ରୀଙ୍କୁ ପିଟିଲେ ପାଇଲଟ, କାର୍ଯ୍ୟାନୁଷ୍ଠାନ ନେଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ଅଜବ ଘଟଣା । ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ଜଣେ ଯାତ୍ରୀ ଉପରେ ଆକ୍ରମଣ କରିଛନ୍ତି । ଏୟାରଲାଇନ ଯାଞ୍ଚ ନିର୍ଦ୍ଦେଶ ହେବା ପରେ ଅଭିଯୁକ୍ତ ପାଇଲଟଙ୍କୁ ନିଲମ୍ବିତ କରାଯାଇଛି । ଭିଡିଓ ସୋସିଆଲ ମିଡିଆରେ ଆସିବା ପରେ ସତ ଜଣାପଡିଥିଲା । ସୋସିଆଲ…

ଦିଲ୍ଲୀରୁ ସବୁ ଇଣ୍ଡିଗୋ ବିମାନ ବାତିଲ, ମୁମ୍ବାଇ ଓ ଚେନ୍ନାଇରେ ମଧ୍ୟ ଅନେକ ବିମାନ ବାତିଲ

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ ବର୍ତ୍ତମାନ ସମୟରେ ସଙ୍କଟ ଦେଇ ଗତି କରୁଛି । ଡିସେମ୍ବର ୪ ତାରିଖରେ ସମଗ୍ର ଦେଶରେ ଇଣ୍ଡିଗୋ ଉଡ଼ାଣ ଉପରେ ପ୍ରଭାବ ପଡିଥିଲା । ଏପରି ସ୍ଥଳେ ଦିଲ୍ଲୀରୁ ଆସି ସବୁ ବିମାନ ଉଡ଼ାଣ ବାତିଲ ହୋଇଛି । ଇଣ୍ଡିଗୋ ଦିଲ୍ଲୀ ଏୟାରପୋର୍ଟରୁ ଆଜି ପାଇଁ ସମସ୍ତ ବିମାନ ଉଡ଼ାଣ…

ଦିଲ୍ଲୀ ବିମାନବନ୍ଦରରେ NIA ଟିମ୍, ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଭାଇ ଅନମୋଲକୁ ଆମେରିକାରୁ ଭାରତ ଅଣାଯାଉଛି

ନୂଆଦିଲ୍ଲୀ : କିଛି ସମୟରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଭାଇ ଅନମୋଲ । ଆମେରିକାରୁ ଭାରତ ଅଣାଯାଉଛି । ଦିଲ୍ଲୀ ବିମାନବନ୍ଦରରେ NIAର ବରିଷ୍ଠ ଅଧିକାରୀ ପହଞ୍ଚିଛନ୍ତି । ଅନମୋଲ ବିଷ୍ଣୋଇକୁ ପ୍ରତ୍ୟର୍ପଣ କରିଛି ଆମେରିକା । ୨୦୨୪ ମସିହା ଅକ୍ଟୋବରରେ…