Below header
Browsing Tag

Delhi govt imposes night curfew from tomorrow

ଆସନ୍ତାକାଲିଠୁ ଦିଲ୍ଲୀରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ, ସଂକ୍ରମଣ ବଢୁଥିବାରୁ ବଢ଼ିଲା କଟକଣା

ନୂଆଦିଲ୍ଲୀ : ଦିଲ୍ଲୀରେ ବଢୁଛି କରୋନା କେସ୍ । ସଂକ୍ରମଣ ବଢୁଥିବାରୁ ବଢ଼ିଲା କଟକଣା । କାଲିଠୁ ଦିଲ୍ଲୀରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ରାତି ୧୧ଟାରୁ ସକାଳ ୫ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ରାଜଧାନୀରେ ୨୯୦ କରୋନା ପଜିଟିଭ ବାହାରିଛି । ସେହିପରି…