ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଝଟକା, ଇଡିର ରିମାଣ୍ଡ ଏବଂ ଗିରଫ ବୈଧ ବୋଲି କହିଲେ ଦିଲ୍ଲୀ ହାଇକୋର୍ଟ
ଦିଲ୍ଲୀ ହାଇକୋର୍ଟରୁ କେଜ୍ରିଓ୍ଵାଲଙ୍କୁ ବଡ ଝଟକା ଲାଗିଛି । ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି । କେଜ୍ରିଓ୍ଵାଲ ଏବେ ଜେଲରେ ରହିବେ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ମଦ ଦୁର୍ନୀତି ମାମଲାରେ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ଗିରଫ କରିଥିଲା ।…