ରାଜଧାନୀର ଏକ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲିଭାଉଛି ୩୪ଟି ଦମକଳ ଗାଡି
ଦିଲ୍ଲୀର ବୁଦ୍ଧପୁର ଅଲୀପୁର ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସ୍ଥାନୀୟ ଏକ ଫ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିଯିବାରୁ ପରିସ୍ଥିତି ଅଣାୟତ୍ତ ହୋଇଛି । ଘଟଣାସ୍ଥଳରେ ପ୍ରାୟ ୩୪ଟି ଦମକଳ ଗାଡ଼ି ପହଞ୍ଚିଥିବା ବେଳେ ନିଆଁକୁ ବର୍ତ୍ତମାନ ପର୍ଯ୍ୟନ୍ତ ଆୟତ୍ତ କରାଯାଇ ପାରିନାହିଁ । ତେବେ ଦମକଳ…