Browsing Tag

dense fog warning

କୁହୁଡ଼ି ପାଇଁ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଦିନ ୧୦ଟା ପର୍ଯ୍ୟନ୍ତ ଦେଖା ଯାଉନି ରାସ୍ତା

ଭୁବନେଶ୍ୱର : କଲବଲ କରୁଛି କୁହୁଡ଼ି । କମୁଛି ଶୀତ, ବଢୁଛି କୁହୁଡ଼ି । ଆଜି ପାଇଁ ୧୨ ଜିଲ୍ଲାକୁ ଏବଂ ଆସନ୍ତାକାଲି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଘନ କୁହୁଡ଼ି ପାଇଁ ୫୦ ମିଟର ତଳକୁ ଖସିଆସିଛି ଦୃଶ୍ୟମାନ କ୍ଷମତା । ଯାତାୟତରେ ଅସୁବିଧା…

ଆଜି ଓ କାଲି ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିବ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ଦୁଇଦିନ ଘନ କୁହୁଡି । ଆଜି ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ । କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। ଘନ କୁହୁଡି…

ମାଘ ମାସରେ ଶୀତ ଉଭାନ, ଟ୍ୱିନସିଟିରେ ଘନ କୁହୁଡ଼ି ଆସ୍ତରଣ

ଭୁବନେଶ୍ୱର : ସକାଳୁ ସକାଳୁ କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱରରେ ୧୫ ମିଟର ଦୂରକୁ ରାସ୍ତା ଦେଖାଯାଉନାହିଁ । ଫଳରେ ରାସ୍ତାର ଯାତାୟାତରେ ବାଧା ଉପୁଜୁଛି । ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି…