Browsing Tag

Department distribution

କାହାକୁ ମିଳିବ କେଉଁ ବିଭାଗ, ଆଜି ହୋଇପାରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ

ଭୁବନେଶ୍ୱର (କେନ୍ୟୁଜ): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ ।  କାହାକୁ ମିଳିବ କେଉଁ ବିଭାଗ ? ଖୁବଶୀଘ୍ର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ହେବ ।  ଆଜି ପୁରୀରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଫେରିବା ପରେ ବିଭାଗ ବଣ୍ଟନର ସମ୍ଭାବନା ରହିଛି । ଏନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯିବ…