ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ, ଆଜି ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ଦେବେ ଯୋଗ
ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ଟିମ୍ ମୋହନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ବି ଦିଲ୍ଲୀ ଗସ୍ତରୁ ଫେରିଛନ୍ତି । ଦିଲ୍ଲୀ ଗସ୍ତ ସମୟରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଥିଲେ । ୩ ଦିନିଆ ଗସ୍ତରେ ରାଜ୍ୟର ବିକାଶକୁ ନେଇ କେନ୍ଦ୍ରରେ…