Browsing Tag

Deputy CM

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ମୋଦି-କେଭିଙ୍କ ମଧ୍ୟରେ ୱାନ ଟୁ ୱାନ ଆଲୋଚନା

ଦିଲ୍ଲୀରେ ଗୁରୁତ୍ବପୂର୍ଣ୍ଣ ଭେଟଘାଟ୍ ।  ଓଡ଼ିଶାରେ ରାଜନୈତିକ ଉଷ୍ଣତା ।  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉଭୟ ନେତାଙ୍କ ମଧ୍ୟରେ ୱାନ ଟୁ ୱାନ ଆଲୋଚନା ହୋଇଛି ।  ଭେଟଘାଟ୍ ବେଳେ କଣ ଆଲୋଚନା ହେଲା ତାହା ସ୍ପଷ୍ଟ ହୋଇନାହିଁ।…

ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର : ସପିଙ୍ଗ ମଲରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର୍ ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ।  ଆଗକୁ ବସ ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ।  ସରକାରୀ ଅଫିସ ଓ ଅଭିଯୋଗ ଶୁଣାଣି ସ୍ଥାନରେ…

ବଳଙ୍ଗା ପୀଡ଼ିତାଙ୍କୁ ପୁଷ୍ପମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ଭୁବନେଶ୍ବର ବିମାନ ବନ୍ଦରରେ ବଳଙ୍ଗା ପୀଡ଼ିତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ପୁଷ୍ପମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ମୃତ ପୀଡ଼ିତାଙ୍କ ପିତାଙ୍କୁ ଭେଟିବା ସହ ସନ୍ତ୍ବନା ଦେଇଛନ୍ତି । ତାଙ୍କ ସହ ସ୍ବାସ୍ଥ୍ୟ ଓ…

ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ, କହିଲେ କାହା ଜୀବନକୁ ନେଇ ରାଜନୀତି ନହେଉ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।  କହିଛନ୍ତି, ସରକାର ସବୁ ପଦକ୍ଷେପ ନେଇଥିଲେ କିନ୍ତୁ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଇଥିଲା ।  ଏହା ସହ କାହା ଜୀବନକୁ ନେଇ ରାଜନୀତି ନହେଉ ବୋଲି…

ଜଳବନ୍ଦୀରେ କଟୁଛି ଲୋକଙ୍କ ଜୀବନ, ଆକାଶ ମାର୍ଗରୁ ବନ୍ଯାଞ୍ଚଳ ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ବର: ବନ୍ୟାଞ୍ଚଳ ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ । ଆକାଶ ମାର୍ଗରୁ ବନ୍ଯାଞ୍ଚଳ ପରିଦର୍ଶନ କରିବା ସହ ବାଲେଶ୍ବର ଜିଲ୍ଲା ଭୋଗରାଇ ଏବଂ ବାଲିଆପାଳ ବ୍ଲକର ବିଭିନ୍ନ ବନ୍ଯା ପ୍ରଭାବିତ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଭାତୀ ପରିଡ଼ା । ଏକ ସ୍ୱତନ୍ତ୍ର ହେଲିକପ୍ଟର…

ଯୌତୁକ ମୁକ୍ତ ହେବ ଓଡ଼ିଶା, ଏହା ଏକ ସାମାଜିକ ବ୍ୟାଧି ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏଣିକି ଆଉ କେହି ନେବେନି ଯୌତୁକ ।  ଯୌତୁକ ମୁକ୍ତ ହେବ ଓଡ଼ିଶା ।  ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ସେ କହିଛନ୍ତି, ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ; ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ…

ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଅପଡେଟ ଦେଇଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ କିମ୍ଭା ଅପ୍ଟ ଇନ କଲେ…

ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଶେଷ ହୋଇବ ପ୍ରବାସୀ ଭାରତୀୟ ସମ୍ମେଳନ ।  ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି, କେନ୍ଦ୍ରମନ୍ତ୍ରୀ…

ଓଡିଶାରେ କୃଷି ଉତ୍ପାଦନ ବୃଦ୍ଧି ଲାଗି ନିଆଯିବ ପଦକ୍ଷେପ, ଜୈବିକ ଚାଷକୁ ଦିଆଯିବ ଗୁରୁତ୍ୱ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡିଶାରେ କୃଷି ଉତ୍ପାଦନ ବୃଦ୍ଧି ଲାଗି ନିଆଯିବ ପଦକ୍ଷେପ । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ନୂଆ କୃଷି ନୀତି ସହ ଜୈବିକ କୃଷିକୁ ଗୁରୁତ୍ୱ ଦିଆଯିବ । ଚାଷୀଙ୍କ ଉତ୍ପାଦିତ ସାମଗ୍ରୀକୁ ବୈଦେଶିକ ବଜାରକୁ ପଠାଇବା ପାଇଁ ବ୍ୟବସ୍ଥା କରିବେ ସରକାର…

ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି, ଉଦଘାଟନ କଲେ କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି ।  ଧାନ ମଣ୍ଡିକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ।  ଚଳିତ ବର୍ଷ ମାଲକାନଗିରି ଜିଲ୍ଲାରୁ ୯ ଲକ୍ଷ ୨୪ ହଜାର କୁଇଣ୍ଟାଲ ଧାନ କିଣିବା ଲାଗି ରାଜ୍ୟ ସରକାର ସ୍ଥିର କରିଛନ୍ତି । ହେଲେ…

ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର ।  ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ ଶେଷ ସୁଯୋଗ ।  E kyc ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା…

ମିଶନ ଶକ୍ତି ମହିଳାଙ୍କ ଦରମା ତାତି: ‘କାହା କଥାରେ ପଡି ରାସ୍ତାରେ ଗଡନ୍ତୁନି’ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନାରାବାଜିରେ କମ୍ପୁଛି ଭୁବନେଶ୍ବର ଲୋୟର ପିଏମଜି । ଭୁବନେଶ୍ବର ଲୋୟର ପିଏମଜିରେ ଦ୍ବିତୀୟ ଦିନ ଆନ୍ଦୋଳନରେ ଜିପିଏଲଏଫ ସଂଘ ।  ରାଜ୍ୟ ସରକାରଙ୍କ ସହ ଅଲ ଓଡ଼ିଶା ଜିପିଏଲଏଫ ମିଶନଶକ୍ତି କର୍ମୀ ସଂଘର ଆଲୋଚନା ବିଫଳ ପରେ ଭୁବନେଶ୍ବର ଲୋୟର ପିଏମଜିରେ ଆନ୍ଦୋଳନ ଜାରି ରଖିଛି ସଂଘ ।…