Browsing Tag

deva snana purnima

ଜାଣନ୍ତୁ ସ୍ନାନବେଦୀରେ ମହାପ୍ରଭୁଙ୍କର କେମିତି ହୁଏ ସ୍ନାନ?

ପ୍ରତି ବର୍ଷ ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ତିନି ଠାକୁର ସ୍ନାନ ମଣ୍ଡପକୁ ବିଜେ କରି ୧୦୮ କଳସୀ ଜଳରେ ସ୍ନାନ କରିଥାନ୍ତି । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ଏହି ପରଂପରା ଜଗନ୍ନାଥ ସଂସ୍କୃତିରେ କାହିଁ କେଉଁ କାଳରୁ ପାଳିତ ହୋଇଆସୁଛି । ସେଥିପାଇଁ ଏହି ଦିନକୁ…

ପୁରୀ: ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୨୩ ତାରିଖ ରାତି ୧୦ଟାରୁ ଜାରି ହେବ ୧୪୪ ଧାରା

ପୁରୀ(କେନ୍ୟୁଜ୍):  ସ୍ନାନ ପୂର୍ଣ୍ଣିମା ଅବସରରେ ପୁରୀର ବିଭିନ୍ନ ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ଜନସମାଗମକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏ ବଳବତ୍ତର ରହିବ । କେବଳ ଅନୁମତିପ୍ରାପ୍ତ…

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଜାଣନ୍ତୁ ସ୍ନାନ ଏବଂ ଗଜ ବେଶ ଧାରଣର ନୀତି-ନିର୍ଘଣ୍ଟ

ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ରତ୍ନସିଂହାସନ ଛାଡି ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାମୂର୍ତ୍ତି । ଏନେଇ ଶ୍ରୀମନ୍ଦିରରେ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ମହାପ୍ରଭୁଙ୍କ ଶ୍ରୀ ଅଙ୍ଗରକ୍ଷକ ଦଇତାପତିମାନେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ବାହୁଟ କଣ୍ଟ…

ରତ୍ନବେଦୀ ଛାଡି ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି, ହାତୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ : ଶ୍ରୀକ୍ଷେତ୍ର ଲୋକାରଣ୍ୟ। ଘଣ୍ଟଘଣ୍ଟା, ମୃଦଙ୍ଗ, ହୁଳହୁଳି, ଶଙ୍କଧ୍ୱନି ଓ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ପରିବେଶ। ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ଭୋରରୁ ଆରମ୍ଭ ହୋଇଥିଲା ମହାପ୍ରଭୁଙ୍କ ନୀତିକାନ୍ତି। ଧାଡ଼ି ପହଣ୍ଡିରେ ସ୍ନାନପହଣ୍ଡିରେ ସ୍ନାନବେଦୀକୁ ବିଜେ କରିଥିଲେ…

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା : ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି, ୧୦୮…

ପୁରୀ : ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜୀଉ ।  ଜଳଲାଗି ପରେ ଦୁର୍ଲଭ ହାତୀବେଶରେ ମହାପ୍ରଭୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ।  ୧୦୮ ଗରା ସୁବାସିତ…