ମବ ଲିଞ୍ଚିଂ ଘଟଣା ପରେ ଆକ୍ସନ ମୋଡ଼ରେ ପୋଲିସ, ହାର୍ଡକୋର୍ ଅପରାଧୀଙ୍କୁ ଏନକାଉଣ୍ଟର କର : ଡିଜିପି
ଭୁବନେଶ୍ୱର : ମବ ଲିଞ୍ଚିଂ ଘଟଣା ପରେ ଆକ୍ସନ ମୋଡ଼ରେ ପୋଲିସ । ଅସାମାଜିକ ଓ ଅପରାଧୀଙ୍କ ବିରୋଧରେ NSA । ଅପରାଧୀଙ୍କ ଜାଗା ଓଡ଼ିଶାରେ ନାହିଁ ବୋଲି କହିଛନ୍ତି ଡିଜିପି ୱାଇ.ବି.ଖୁରାନିଆ । ଅପରାଧୀଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ ଏସପିଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି । …