Browsing Tag

dhabalamukhi besa

ଆଜି ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ

ସମ୍ବଲପୁର (କେନ୍ୟୁଜ): ଆଜି ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ । ପବିତ୍ର ମହାଳୟା ଅବସରରେ ମା' ଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ଏହି ବେଶ ଅନୁଷ୍ଠିତ ହୋଇଥାଏ । ଆଜି ମହାଳୟା ଥିବାରୁ ମାଙ୍କ ପହଡ଼ ନିର୍ଦ୍ଧାରିତ ସମୟର ଅଧଘଣ୍ଟା ଆଗରୁ ଖୋଲାଯାଇ ବିଶେଷ ପୂଜାର୍ଚନା କରାଯିବା ସହ ଧବଳମୁଖୀ ବେଶ…

ଧବଳମୁଖୀ ବେଶରେ ଦର୍ଶନ ଦେବେ ମା’ ସମଲେଶ୍ୱରୀ

ସମ୍ବଲପୁର(କେନ୍ୟୁଜ୍): ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀ ଆଜି ଭକ୍ତଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ବର୍ଷ ସାରା ସିନ୍ଦୁର ବର୍ଣ୍ଣରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ମା’ କେବଳ ମହାଳୟା ଦିନ ଶ୍ୱେତବର୍ଣ୍ଣରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ମା’ଙ୍କ ଏହି ବେଶକୁ ଗଙ୍ଗା ଦର୍ଶନ ବେଶ…