Below header
Browsing Tag

dhabaleswara temple

ଆଜି ପଞ୍ଚକରେ ବାବା ଧବଳେଶ୍ୱରଙ୍କ ଚନ୍ଦ୍ରଚୂଡ ବେଶ, ଭର୍ଚୁଆଲ୍‌ରେ ଦର୍ଶନ କରୁଛନ୍ତି ଭକ୍ତ

ଆଠଗଡ(କେନ୍ୟୁଜ୍):ପଞ୍ଚକରେ ଭର୍ଚୁଆଲ୍‌ରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଆଜି ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । କାର୍ତ୍ତିକ ମାସ ଧର୍ମର ମାସ ହୋଇଥିବାରୁ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ରାତି ୪ଟାରୁ ପହଡ ଖୋଲାଯାଇ ୧୦୮ କଳସ…

ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ୧୪୪ ଧାରା ଜାରି

ଆଠଗଡ଼: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ମନ୍ଦିର ଚାରିପଟେ ଓ ମୁଖ୍ୟ ରାସ୍ତାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରାଯିବା ସହ ପୋଲିସ ପକ୍ଷରୁ କଡା ପହରା ଦିଆଯାଇଛି। କୌଣସି ଭକ୍ତ ଆଖପାଖ ଅ଼ଚଳରେ କିମ୍ବା ରାସ୍ତାରେ ଠିଆ ହୋଇପାରିବେନି।…