Browsing Tag

dhamnagar byelection

ଧାମନଗର ବିଧାନସଭା ଉପନିର୍ବାଚନରେ ୨୦ରୁ ୨୫ ହଜାର ଭୋଟ ବ୍ୟବଧାନରେ ଜିତିବ ବିଜେଡି: ପ୍ରମିଳା ମଲ୍ଲିକ

ଭଦ୍ରକ(କେନ୍ୟୁଜ୍): ଧାମନଗର ବିଧାନସଭା ଉପନିର୍ବାଚନରେ ୨୦ରୁ ୨୫ ହଜାର ଭୋଟ ବ୍ୟବଧାନରେ ଜିତିବ ବିଜେଡି। ଦଳର ବିଜୟ ନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ମହିଳା, ଯୁବକ, ଛାତ୍ରଙ୍କ ଭୋଟ ବିଜେଡି ଖାତାକୁ ଆସିଛି। ସବୁ ମହିଳା ଭୋଟ ବିଜେଡି ସପକ୍ଷରେ ଆସିଛି।…

ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁ ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର ଦାସ

ଭୁବନେଶ୍ୱର(କେନ୍ୟୁଜ୍): ବିଜେଡିରୁ ରାଜେନ୍ଦ୍ର ଦାସ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁ ବହିଷ୍କୃତ ହେଲେ ରାଜେନ୍ଦ୍ର ଦାସ। ଧାମନଗର ବିଧାନସଭା ଉପନିର୍ବାଚନରେ ବିଜେଡି ଟିକେଟ ନମିଳିବାରୁ ସ୍ୱାଧୀନ ଭାବେ ଛିଡା ହୋଇଛନ୍ତି ରାଜେନ୍ଦ୍ର। ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସଂପାଦକ…

ଧାମନଗରରେ ଉଷ୍ଣ ହେଉଛି ରାଜନୀତି: ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ

ଭଦ୍ରକ(କେନ୍ୟୁଜ୍): ଉପନିର୍ବାଚନ ତାରିଖ ପାଖେଇବା ସହ ଧାମନଗରରେ ଉଷ୍ଣ ହେଉଛି ରାଜନୀତି । ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସେହିପରି ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁତୁରା ଶୁଭ୍ର ନାରାୟଣ ସେଠୀ ବି ସ୍ୱାଧୀନ…

ରାଜ୍ୟ ରାଜନୀତିରେ ଉଷ୍ଣତା ଭରିଦେଇଛି ଧାମନଗର ଉପନିର୍ବାଚନ: ମଇଦାନରେ ଅବନ୍ତୀ-ସୂର୍ଯ୍ୟବଂଶୀ-ହରେକୃଷ୍ଣ ଲଢ଼େଇ

ଭଦ୍ରକ(କେନ୍ୟୁଜ୍): ସରଗରମ ଧାମନଗର ରାଜନୀତି । ନିର୍ବାଚନ ପାଇଁ ମଇଦାନ ପ୍ରସ୍ତୁତ। ମଇଦାନରେ ଅବନ୍ତୀ -ସୂର୍ଯ୍ୟବଂଶୀ-ହରେକୃଷ୍ଣ ଲଢ଼େଇ। ବିଜେଡିରୁ ପ୍ରାର୍ଥି ଭାବେ ଲଢିବେ ଅବନ୍ତୀ ଦାସ । ଏନେଇ ଦଳ ପକ୍ଷରୁ ଘୋଷଣା କରାଯାଇଛି । ଗତ ପଞ୍ଚାୟତ ନିର୍ବାଚନରେ ସମିତିସଭ୍ୟା ଭାବେ ଜିତିଥିଲେ ଅବନ୍ତୀ…

ଉପନିର୍ବାଚନ ପାଇଁ ଦୁଲୁକିଲାଣି ଧାମନଗର ବ୍ୟାଟଲ ଗ୍ରାଉଣ୍ଡ: ଆଜି ପ୍ରାର୍ଥୀ ଘୋଷଣା କରିପାରନ୍ତି ବିଜେଡି ଓ କଂଗ୍ରେସ

ଭଦ୍ରକ(କେନ୍ୟୁଜ୍):ବଢୁଛି ଧାମନଗର ଉପନିର୍ବାଚନ ତାତି । ବିଜେପି ପ୍ରାର୍ଥୀ ଦେଇଥିବାବେଳେ ଏବେ ଅପେକ୍ଷା କିଏ ହେବେ ବିଜେଡି ପ୍ରାର୍ଥୀ। ଆଜି ପ୍ରାର୍ଥୀ ଘୋଷଣା କରିପାରେ ଦଳ। ପୁରୁଣା ନୁହେଁ ନୂଆ ମୁହଁ ଉପରେ ଦଳ ଭରସା କରିପାରେ । ଆପାତତଃ ବିଜେଡିର ରଣନୀତିରୁ ଏହାର ଆଭାସ ମିଳିଛି। ସେପଟେ…

ସରଗରମ ଧାମନଗର ରାଜନୀତି: ଆଜି ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ(କେନ୍ୟୁଜ୍):ସରଗରମ ଧାମନଗର ରାଜନୀତି । ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ନାମାଙ୍କନ ଦାଖଲ ପୂର୍ବରୁ ପ୍ରଥମେ ବାପା ତଥା ଦିଂବଗତ ବିଧାୟକ ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହାପରେ ନାମାଙ୍କନ ଦାଖଲ ପାଇଁ ଯାଇଥିଲେ ।…

ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ୧୪ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା

ଭଦ୍ରକ(କେନ୍ୟୁଜ୍): ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ । ୧୫ ତାରିଖରେ ଯାଞ୍ଚ ପରେ ୧୭ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର…

ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି, ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଖାଲି…

ଭଦ୍ରକ(କେନ୍ୟୁଜ୍): ଉପନିର୍ବାଚନ ତାରିଖ ଘୋଷଣା ପରେ ଧାମନଗରରେ ରାଜନୀତି ସରଗରମ । ଏଥିପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ । ୧୪ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ୧୫ ତାରିଖରେ ଯାଞ୍ଚ ପରେ ୧୭ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ । ନଭେମ୍ବର ୩ରେ ମତଦାନ ରହିଛି ।…

ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ

ଭୁବନେଶ୍ୱର(କେନ୍ୟୁଜ୍): ଧାମନଗରରେ ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ଅକ୍ଟୋବର ୭ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୪ ସୁଦ୍ଧା ନାମାଙ୍କନପତ୍ର ଦାଖଲ, ଅକ୍ଟୋବର ୧୭ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ। ନଭେମ୍ବର ୬ରେ‌ ଭୋଟ୍‌ ଗଣତି, ନଭେମ୍ବର…

ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ, ନଭେମ୍ବର ୩ରେ ଉପନିର୍ବାଚନ

ଭୁବନେଶ୍ବର(କେନ୍ୟୁଜ୍):  ଧାମନଗର ଉପନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି । ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ । ଏନେଇ ଅକ୍ଟୋବର ୭ ତାରିଖରେ ବିଜ୍ଞପ୍ତି ଜାରି ହେବ । ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୧୪ । ୧୭ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ । ନଭେମ୍ବର…