ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥାଏ ବିରି ଓ ଗହମରେ ପ୍ରସ୍ତୁତ ଭୋଗ
ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପହିଲି ଭୋଗ ନୀତି । ଦୀର୍ଘ ଏକମାସ ଧରି ଅନୁଷ୍ଠିତ ହେବାକୁ ଥିବା ପହିଲି ଭୋଗରେ ବିରି, ଗହମ ଚୂନାରେ ଘୃତ ପାଗ ହୋଇଥିବା ପିଠା ଓ ଧନୁ ମୂଆଁ ମହାପ୍ରଭୁଙ୍କ ପାଖରେ ଲାଗି ହେବ । ତେବେ ଗୋପାଳବଲ୍ଲଭ ସମୟରେ…