dharmagada bandh

ଧର୍ମଗଡ଼କୁ ଉପଖଣ୍ଡ ଜିଲ୍ଲା ମାନ୍ୟତା ଦାବି, କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା

ଧର୍ମଗଡ଼(କେନ୍ୟୁଜ୍) : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ଡାକରା। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ ଡାକରା ଦିଆଯାଇଛି।…

5 years ago