ରାଜ୍ୟରେ ତୁରନ୍ତ ଲାଗୁ ହେଉ ଆୟୁଷ୍ମାନ ଭାରତ, ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କେନ୍ୟଜ୍(ବ୍ୟୁରୋ): ରାଜ୍ୟରେ ତୁରନ୍ତ ଲାଗୁ ହେଉ ଆୟୁଷ୍ମାନ ଭାରତ । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗରୀବ ଲୋକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ ଆୟୁଷ୍ମାନ ଯୋଜନାକୁ ଏପରି ଘଡିସନ୍ଧି ମୁହୂର୍ତ୍ତରେ ତୁରନ୍ତ ଲାଗୁ କରନ୍ତୁ ବୋଲି ଧର୍ମେନ୍ଦ୍ର…