Browsing Tag

dharmendra pradhan

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି ପାଇଁ କଲେ…

ଭୁବନେଶ୍ୱର : ଏନ୍ ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରୁ କଟକ ମଧ୍ୟରେ ଥିବା ରାସ୍ତାର ତୁରନ୍ତ ମରାମତି ଏବଂ ଖାଲ ସମସ୍ୟାର ସମାଧାନ ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ…

Welcomed Dharmendra Pradhan:  ଧର୍ମେନ୍ଦ୍ର ପ୍ରଧାନଙ୍କୁ ସଂସଦରେ ସସମ୍ମାନରେ ସ୍ବାଗତ କଲେ ଏନଡିଏ

ନୂଆଦିଲ୍ଲୀ : ଶିକ୍ଷାମନ୍ତ୍ରୀ ପଦବୀରୁ ଇସ୍ତଫା ଦେବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଦିନ ମୌସୁମୀ ଅଧିବେଶନରେ ଯୋଗଦେବାକୁ ସଂସଦ ଭବନରେ ପହଞ୍ଚିଥିଲେ । ସେଠାରେ ସେ ପହଞ୍ଚିବା ପରେ ଏନଡିଏ ସଂସଦମାନଙ୍କ ପକ୍ଷରୁ ତାଙ୍କୁ ଜୋରଦାର ଭାବେ ସ୍ବାଗତ କରାଯାଇଥିଲା ।…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ, ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ଭୁବନେଶ୍ବର : ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ, ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା' ଝିଅ ।  ଭୁବନେଶ୍ବର ସାଂସଦ ଅପରାଜିତ ଷଡ଼ଙ୍ଗୀ ଓ ତାଙ୍କ ଝିଅ ଅର୍ଚ୍ଚତା ଷଡ଼ଙ୍ଗୀ। ଉଭୟଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ସରଗରମ ଆଲୋଚନା। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ତାଙ୍କ ସମର୍ଥନରେ Xରେ ପୋଷ୍ଟ…

Sonam Wangchuk on Dharmendra Pradhan : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସୋନମ ୱାଙ୍ଗଚୁକଙ୍କ ପ୍ରତିକ୍ରିୟା,…

ନୂଆଦିଲ୍ଲୀ : ଧର୍ମେନ୍ଦ୍ର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସାମାଜିକ କର୍ମୀ ସୋନ ୱାଙ୍ଗଚୁକଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ନିଟ-ୟୁଜି ପରୀକ୍ଷାରେ ଅନିୟମିତତାକୁ ନେଇ ସାରା ଦେଶରେ ରାଜନୀତିକ ହଇଚଇ ସୃଷ୍ଟି ହୋଇଛି । ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ…

Dharmendra Pradhan: ଦେଶର ରାଜନୀତିରେ ବଡ଼ ଖବର, ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ଦେଶର ରାଜନୀତିରେ ବଡ଼ ଖବର ।  NEET ପ୍ରଶ୍ନପତ୍ର ଲିକ୍ ଓ ଆନ୍ଦୋଳନ ଭିତରେ ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିରୋଧୀ ଦଳ, ଛାତ୍ର ସଂଗଠନ ଓ ସିଜେପିର କ୍ରମାଗତ ବିକ୍ଷୋଭ ଓ ଚାପ ଆଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଘୋଷଣା, ଓଏମ୍ଆର ସିଟ୍ ବଦଳରେ କମ୍ପ୍ୟୁଟର ଆଧାରିତ ହେବ ନିଟ୍…

ନୂଆଦିଲ୍ଲୀ : ନିଟ୍ ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ବୟାନ ଦେଇଛନ୍ତି । ସେ କହିଛନ୍ତି, ସରକାରଙ୍କ ପ୍ରାଥମିକତା ହେଉଛି ଛାତ୍ରଛାତ୍ରୀଙ୍କ କଲ୍ୟାଣ । କିଛି ଲୋକ ସୋସିଆଲ ମିଡିଆରେ ଭ୍ରମ ସୃଷ୍ଟି କରୁଛନ୍ତି ।…

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୋଳ ଜିଲ୍ଲାରେ ଖଣିଜ ଉତ୍ପାଦନ ଓ ଶିଳ୍ପ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ପତ୍ର ଲେଖିିଛନ୍ତି । ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ରୁ ଚାରି ଲେନ୍ କରିବା ସହ ଜନବସତି ଅଞ୍ଚଳରେ…

ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ, ଏଆଇ ଛାତ୍ରଛାତ୍ରୀଙ୍କ ଶିକ୍ଷାଦାନକୁ କରିବ ସହଜ

ନୂଆଦିଲ୍ଲୀ: ଦେଶରେ ଶିକ୍ଷା ବ୍ୟବସ୍ଥାକୁ ସମୃଦ୍ଧ ଓ ପ୍ରଯୁକ୍ତିବିଦ୍ୟା ସମ୍ପନ୍ନ କରିବାକୁ ବଡ଼ ପଦକ୍ଷେପ । ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତୀ ଏୟାରଟେଲ ଏବଂ ସିକେ-୧୨ ଫାଉଣ୍ଡେସନର ମିଳିତ ପ୍ରୟାସରେ ଏହି ଆପ ଆରମ୍ଭ କରାଯାଇଛି ।…

ରାଜ୍ୟରେ ସିଟି ଇକୋନୋମିକ ରିଜିଅନ ଗଠନ ପାଇଁ ପ୍ରସ୍ତାବ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର : ରାଜ୍ୟରେ ସିଟି ଇକୋନୋମିକ ରିଜିଅନ ଗଠନ ପାଇଁ ପ୍ରସ୍ତାବ ।  ସମ୍ବଲପୁର-ସୁନ୍ଦରଗଡ଼-ଝାରସୁଗୁଡ଼ା-ବରଗଡ଼ ଏବଂ ଅନୁଗୋଳ-ଢେଙ୍କାନାଳକୁ ପୃଥକ ‘ସିଟି ଇକୋନୋମିକ ରିଜିୟନ’ରେ ବିକଶିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ ।  ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ…

ଚଳିତ ବଜେଟରୁ ଓଡ଼ିଶା ଇନଫ୍ରାଷ୍ଟ୍ରକ୍ଚର,ରେଲୱେ,ରୁରାଲ ଡେଭଲପମେଣ୍ଟ ଆଦିରୁ ଭଲ ଲାଭ ପାଇବ : କେନ୍ଦ୍ରମନ୍ତ୍ରୀ…

କଟକ :  ଚଳିତ ବଜେଟରୁ ଓଡ଼ିଶା ଇନଫ୍ରାଷ୍ଟ୍ରକ୍ଚର , ରେଲୱେ, ରୁରାଲ ଡେଭଲପମେଣ୍ଟ ଆଦିରୁ ଓଡ଼ିଶା ଭଲ ଲାଭ ପାଇବ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ମୁଖ୍ୟତ କ୍ୟାପିଟାଲ ଏକ୍ସପେଣ୍ଡିଚର ଉପରେ ଲାଭ ପାଇପାରିବ ଓଡ଼ିସା । ଗତଥର ଏଥିରେ୧୧ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ…

ଘଣ୍ଟପଡ଼ା ରେଳ ଓଭର ବ୍ରିଜର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ତାଳଚେର ଅଞ୍ଚଳର ଯୋଗାଯୋଗ ଏବଂ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଆଜି ଏକ ନୂତନ ଅଧ୍ୟାୟ ଯୋଡ଼ିଛି । ତାଳଚେର-ଅନୁଗୋଳ ରୋଡରେ ନିର୍ମିତ ବହୁପ୍ରତୀକ୍ଷିତ ଘଣ୍ଟପଡ଼ା ରେଳ ଓଭର ବ୍ରିଜର ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ୪୩ କୋଟି ଟଙ୍କା ବ୍ୟୟରେ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ ଗଣଶିକ୍ଷା ମନ୍ତ୍ରୀଙ୍କ ବୈଠକ : ୨୦୩୬ ସୁଦ୍ଧା ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ…

ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡ଼ିଶାରେ ଶିକ୍ଷା କ୍ଷେତ୍ରର ବିକାଶ ଏବଂ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ନେଇ ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶାର ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି…