Browsing Tag

dharmendra pradhan

ଭୁବନେଶ୍ବର: ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଦକ୍ଷତା ବିକାଶ କେନ୍ଦ୍ରର ଅଡିଟୋରିୟମର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ବର (କେନ୍ୟୁଜ୍):ପ୍ରଶିକ୍ଷଣ ମାଧ୍ୟମରେ ଓଡ଼ିଆ ପିଲାଙ୍କ ଆତ୍ମବିଶ୍ୱାସ ବଢ଼ାଇ ସେମାନଙ୍କୁ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଉଦ୍ୟମୀ କରିବା ପାଇଁ ଭୁବନେଶ୍ୱରର ଜାତୀୟ ଦକ୍ଷତା ବିକାଶ ପ୍ରତିଷ୍ଠାନ(ଏସଡିଆଇ)କୁ ଅଧିକ ଭବ୍ୟ କରିବା କାମରେ ଆମର ଉଦ୍ୟମ ଜାରୀ ରହିଛି ବୋଲି କହିଛନ୍ତି…

ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ(କେନ୍ୟୁଜ୍): ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ କର୍ମୀ ଓ ସେବାୟତ ସ୍ୱାଗତ କରିଥିଲେ । ପାଖାପାଖି ଅଧଘଣ୍ଟା ଶ୍ରୀମନ୍ଦିର ଭିତରେ ବିତାଇଥିଲେ କେନ୍ଦ୍ରମନ୍ତ୍ରୀ ।…

ଓଲଟପୁର ଏସଭି ନିରତାରର ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ(କେନ୍ୟୁଜ୍): କଟକ ଜିଲ୍ଲା ଓଲଟପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଗବେଷଣା ସଂସ୍ଥାନ (ଏସଭି ନିରତାର)ର ନୂତନ ୧୦୦ ଶଯ୍ୟା ବିଶିଷ୍ଟ ପୁନର୍ବାସ ଚିକିତ୍ସାଳୟ ଭବନ ଶୁକ୍ରବାର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ  ଜେ.ପି. ନଡ୍ଡାଙ୍କ କରକମଳରେ ଉଦଘାଟିତ ହୋଇଛି ।…

ଓଡ଼ିଶାରେ ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜୀବ ଚନ୍ଦ୍ରଶେଖର

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜୀବ ଚନ୍ଦ୍ରଶେଖର । ପୁରୀରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଦଶମ ପରାମର୍ଶଦାତା କମିଟି ବୈଠକରେ ଉଭୟ ଯୋଗ ଦେଇଛନ୍ତି । ମେ ଫେୟାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ଶିକ୍ଷା ଏବଂ…

ପଲ୍ଲୀବାଣୀ ମିଶନର ‘ଓଡ଼ିଆ ସାମ୍ବାଦିକତା ପୁରସ୍କାର- ୨୦୨୨’: ଧର୍ମେନ୍ଦ୍ର କହିଲେ ଓଡ଼ିଶାକୁ ବ୍ରାଣ୍ଡ୍ ଭାବରେ…

ଦିଲ୍ଲୀ(କେନ୍ୟୁଜ୍):ଏକବିଂଶ ଶତାବ୍ଦୀରେ ଆମର ନିଜସ୍ୱ ପରିଚୟ ତଥା ଓଡ଼ିଆ ଜାତିକୁ ବୈଜ୍ଞାନିକ ଢଙ୍ଗରେ ସମାଜ ଆଗରେ ଉପସ୍ଥାପନ କରିବାକୁ ହେବ । କେବଳ ପୁରୁଣା କଥାକୁ ନେଇ ନୁହେଁ ବରଂ ଆଧୁନିକ କଥାକୁ ନେଇ ସମାଜ ଆଗରେ ଆମ ଓଡ଼ିଶାର ପରିଚୟକୁ ବୈଜ୍ଞାନିକ ଢଙ୍ଗରେ ଉପସ୍ଥାପନ କରିବାକୁ ହେବ ।…

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ୧୪ତମ ପ୍ରତିଷ୍ଠା ଦିବସ: ଉତ୍ସବରେ ଯୋଗ ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ…

କୋରାପୁଟ(କେନ୍ୟୁଜ୍): କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ୧୪ତମ ପ୍ରତିଷ୍ଠା ଦିବସ ପାଳିତ। ଏହି ଉତ୍ସବରେ ଭିଡିଓ କନ୍‌ଫରେନ୍‌ସିଂରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କୋରାପୁଟର ସୁପର ଫୁଡକୁ ଅନ୍ତରାଷ୍ଟ୍ରୀୟ ସ୍ତରକୁ ନେବାରେ କେନ୍ଦ୍ରୀୟ…

ଖୁବ ଶୀଘ୍ର ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଅଧୀନ କଲେଜ ଗୁଡ଼ିକରେ ପିଏଚଡି ଓ ଗବେଷଣାକୁ ପ୍ରାଧାନ୍ୟ ଦିଆଯିବ: ଧର୍ମେନ୍ଦ୍ର…

କେନ୍ୟୁଜ୍(ବ୍ୟୁରୋ):  ଖୁବ ଶୀଘ୍ର ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା କଲେଜ ଗୁଡ଼ିକରେ ପିଏଚଡି ଆରମ୍ଭ କରାଯିବା ସହ ଗବେଷଣାକୁ ପ୍ରାଧାନ୍ୟ ଦିଆଯିବ ବୋଲି ରବିବାର ନୂଆଦିଲ୍ଲୀ ଠାରେ ଶ୍ରୀ ଭେଙ୍କଟେଶ୍ୱର କଲେଜର ଡାଇମଣ୍ଡ ଜୁବଲି ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା…

ଗବେଷଣା କ୍ଷେତ୍ରରେ ସଂପର୍କ ହେବ ସୁଦୃଢ:ଅଷ୍ଟ୍ରେଲିଆର ଶ୍ରେଷ୍ଠ ୮ ବିଶ୍ୱବିଦ୍ୟାଳୟ ଶିକ୍ଷାବିତଙ୍କ ସହ ଆଲୋଚନା କଲେ…

କେନ୍ୟୁଜ୍(ବ୍ୟୁରୋ):ଅଷ୍ଟ୍ରେଲିଆର ଶ୍ରେଷ୍ଠ ୮ ବିଶ୍ୱବିଦ୍ୟାଳୟର ବିଶିଷ୍ଟ ଶିକ୍ଷାବିତଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଲୋଚନା । ଗବେଷଣା କ୍ଷେତ୍ରରେ ଭାରତ ଓ ଅଷ୍ଟ୍ରେଲିଆ ସମ୍ପର୍କକୁ ଅଧିକ ମଜବୁତ ନେଇ ଆଲୋଚନାରେ ମତପ୍ରକାଶ ପାଇଛି । ଭାରତ ସହ ଗବେଷଣା କ୍ଷେତ୍ରରେ…

ଉପରାଷ୍ଟ୍ରପତିଙ୍କୁ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଲ୍ଲେଖନୀୟ ସେବା…

କେନ୍ୟୁଜ୍(ବ୍ୟୁରୋ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମାନନୀୟ ଉପରାଷ୍ଟ୍ରପତି ଶ୍ରୀ ଭେଙ୍କେୟା ନାଇଡ଼ୁଙ୍କୁ ନୂଆଦିଲ୍ଲୀ ଠାରେ ବ୍ୟକ୍ତିଗତ ଭାବେ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ କୃତଜ୍ଞତା…

ଖୁବ ଶୀଘ୍ର ବୁଷ୍ଟର ଡୋଜ ନେଇ ସୁସ୍ଥ ରହିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶାବାସୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିବେଦନ। ଖୁବ ଶୀଘ୍ର ବୁଷ୍ଟର ଡୋଜ ନେଇ ସୁସ୍ଥ ରହିବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜୁଲାଇ ୧୫ରୁ ଆରମ୍ଭ ହୋଇଥିବା ୭୫ ଦିନିଆ ସ୍ୱତନ୍ତ୍ର ଅଭିଯାନରେ ସାମିଲ ହୋଇ…

ଭୁବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ତ୍ରିରଙ୍ଗା ପଦଯାତ୍ରରେ ହେଲେ ସାମିଲ

ଢେଙ୍କାନାଳ(କେନ୍ୟୁଜ୍): ଭୁବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତ୍ରିରଙ୍ଗା ପଦଯାତ୍ରରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ । ଆଜି ସକାଳୁ ଭୁବନ କାଳିବଜାର ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଭୁବନ ଠାରୁ ନୀଳକଣ୍ଠପୁର ଗାଁ ପର୍ଯ୍ୟନ୍ତ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ…

ଆସନ୍ତା ୩୧ରେ ଢ଼େଙ୍କାନାଳ ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୩୦ ଓ ୩୧ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଢ଼େଙ୍କାନାଳ ଜିଲ୍ଲାର ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବା ସହ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ ।…