Browsing Tag

dharmendra pradhan

 ଦ୍ରୌପଦୀ ମୁର୍ମୁଙ୍କ ବିଜୟ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ବାସଭବନରେ ଉତ୍ସବର…

କେନ୍ୟୁଜ୍(ବ୍ୟୁରୋ):  ଦ୍ରୌପଦୀ ମୁର୍ମୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚିତ ହେବାକୁ ଯାଉଛନ୍ତି। ଏହା ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ବାସଭବନରେ ଉତ୍ସବର ମାହୋଲ। ପ୍ରଥମ ଓଡ଼ିଆ ଏବଂ ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ଦ୍ରୌପଦୀ ମୁର୍ମୁ…

ବିଧାୟକ ମହମ୍ମଦ ମୋକିମଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶା କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓଡ଼ିଆ ମାଟିର ଝିଅ ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ଭୋଟ୍ ଦେଇଥିବା ଘୋଷଣାକୁ ସ୍ୱାଗତ କରିବା ସହ ଟ୍ୱିଟ୍ କରି ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ…

ଅନୁଗୋଳରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜା: ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ(କେନ୍ୟୁଜ୍):  ଅନୁଗୋଳ ଜିଲ୍ଲା ତାଳଚେର ଅନ୍ତର୍ଗତ ଜଗନ୍ନାଥ ଏରିଆ ଓ ସୁଭଦ୍ରା ଏରିଆ ପାଇଁ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜା ହୋଇଛି । କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଭୂମିପୂଜା କରିଛନ୍ତି । ଏଥିସହ…

ଅନୁଗୁଳରେ ESI ଡାକ୍ତରଖାନା ଓ ଝାରସୁଗୁଡ଼ାରେ ESIC କାର୍ଯ୍ୟାଳୟକୁ ଲୋକାର୍ପିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଅନୁଗୁଳ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ଆଠ ବର୍ଷ ପୂର୍ତ୍ତି ଅବସରରେ ଅନୁଗୁଳ ଜିଲ୍ଲା ବଳରାମପ୍ରସାଦଠାରେ ଆୟୋଜିତ ହୋଇଯାଇଛି ଗରିବ କଲ୍ୟାଣ ସମ୍ମିଳନୀ। କାର୍ଯ୍ୟକ୍ରମରେ ଶ୍ରମ ଓ ନିଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରମେଶ୍ୱର ତେଲି ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ସମ୍ବଲପୁର ଜୁଜୁମୁରାରେ ବିଶାଳ ‘କାର୍ଯ୍ୟକର୍ତା ସମାବେଶ’: ଜନଜାତି ଯୁବକ ଇସାକ୍ ମୁଣ୍ଡାଙ୍କ ଭେଟିଲେ କେନ୍ଦ୍ରମନ୍ତ୍ରୀ…

ରେଢ଼ାଖୋଲ(କେନ୍ୟୁଜ୍):  ଭାରତୀୟ ଜନତା ପାର୍ଟିର ପରମ୍ପରାଗତ ଅଂଚଳ ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗରିବ କଲ୍ୟାଣ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରାଯିବ । ଘରେ ଘରେ କଲ୍ୟାଣକାରୀ ଯୋଜନା ଗୁଡ଼ିକୁ ପହଁଚାଯିବ । ଗରିବ, ଚାଷୀ, ମହିଳା, ଯୁବଶକ୍ତି, ଦଳିତ, ବଂଚିତ,…

ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ: ଆସନ୍ତାକାଲି ଜୁଜୁମୁରା ଠାରେ ବିଶାଳ ‘କାର୍ଯ୍ୟକର୍ତ୍ତା ସମାବେଶ’ରେ ଯୋଗଦେବେ

ଭୁବନେଶ୍ୱର(କେନ୍ୟୁଜ୍)  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ସମ୍ବଲପୁର ଜିଲ୍ଲାରେ ବିଭିନ୍ନ ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆଜି ଭୁବନେଶ୍ୱରରୁ ଟ୍ରେନ ଯୋଗେ ସମ୍ବଲପୁର ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତାକାଲି ସମ୍ବଲପୁରରେ ପହଞ୍ଚିବା ପରେ…

ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ଆଲୋଚନା: ଦୂର ହେବ ନାଲକୋରୁ ଆଲୁମିନିୟମ ପରିବହନ ନେଇ ଲାଗିଥିବା ଦ୍ୱନ୍ଦ୍ୱ

କେନ୍ୟୁଜ୍(ବ୍ୟୁରୋ): ଦୂର ହେବ ନାଲକୋରୁ ଟ୍ରକ ଯୋଗେ ଆଲୁମିନିୟମ ପରିବହନ ନେଇ ଲାଗିରହିଥିବା ଦ୍ୱନ୍ଦ୍ୱ । ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ସାକ୍ଷାତ କରି ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିବା ପରେ ସମାଧାନର ବାଟ ଫିଟିଛି । ଅନୁଗୋଳ ଓ କୁଲାଡରେ ଥିବା ଟ୍ରକ ଗୁଡିକ କିଭଳି…

କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଠିକା ଶ୍ରମିକଙ୍କ ଦୈନିକ ମଜୁରୀ…

କେନ୍ୟୁଜ୍(ବ୍ୟୁରୋ):ଦିଲ୍ଲୀରେ କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ଓ କୁଲାଡ଼ରେ ଟ୍ରକ୍‌ ଦ୍ୱାରା ଆଲୁମିନିୟମ ପରିବହନ ନେଇ ଆଲୋଚନା କରିଛନ୍ତି । କୋଇଲା ଓ ଖଣି କ୍ଷେତ୍ରରେ କାମ କରୁଥିବା ଠିକା ଶ୍ରମିକଙ୍କ ଦୈନିକ…

ପ୍ରଧାନମନ୍ତ୍ରୀ ଜାତୀୟ ଆପ୍ରେଣ୍ଟିସ୍‌ସିପ୍‌ ମେଳାର ଶୁଭାରମ୍ଭ, ଏକ ବର୍ଷ ମଧ୍ୟରେ ୧୦ ଲକ୍ଷ ଯୁବପିଢିଙ୍କୁ ଯୋଡିବା…

କେନ୍ୟୁଜ୍(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଜାତୀୟ ଆପ୍ରେଣ୍ଟିସ୍‌ସିପ୍‌ ମେଳାର ଶୁଭାରମ୍ଭ । ଭିଡିଓ କନଫରେନ୍ସିଂରେ ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡିଶାର ୨୮ଟି ସ୍ଥାନ ସହ ଦେଶର ୭୦୦ ରୁ ଅଧିକ ସ୍ଥାନରେ ଏହି ମେଳାର ଆୟୋଜନ ହୋଇଛି । ୩୦ରୁ ଅଧିକ…

ଭୀମ ଭୋଇଙ୍କ ବିଷୟରେ ହେବ ଗବେଷଣା, ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଛତିଶଗଡ଼ ବିଳାସପୁରର ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟରେ…

କେନ୍ୟୁଜ୍(ବ୍ୟୁରୋ):ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଛତିଶଗଡ଼ ବିଳାସପୁର ସ୍ଥିତ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟ ଠାରେ ମହିମା ଧର୍ମର ମହାନ ପ୍ରଚାରକ ସନ୍ଥ କବି ଭୀମ ଭୋଇଙ୍କ ଚେୟାର ପ୍ରତିଷ୍ଠା ପାଇଁ…

ପୌର ନିର୍ବାଚନରେ ନିର୍ବାଚିତ ଜନପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

(କେନ୍ୟୁଜ): ପୌର ନିର୍ବାଚନରେ ନିର୍ବାଚିତ ଜନପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହିତ ଗଣତନ୍ତ୍ରରେ ନିର୍ବାଚନ ଆମକୁ ନିଜ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେବା ସହ ଏକ ସୁସ୍ଥ ସମାଜ ଗଠନ କରିଥାଏ । ପୌର ନିର୍ବାଚନରେ ଆମ ଦଳର…

ପ୍ରଶ୍ନପତ୍ର ତ୍ରୁଟି ମାମଲା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ମିଳିଲା ଫୁଲମାର୍କ

(କେନ୍ୟୁଜ): ସିବିଏସଇ ଦଶମ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ସମାଧାନ । ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…