Below header
Browsing Tag

dharmendra pradhan

ପ୍ରଶ୍ନପତ୍ର ତ୍ରୁଟି ମାମଲା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ମିଳିଲା ଫୁଲମାର୍କ

(କେନ୍ୟୁଜ): ସିବିଏସଇ ଦଶମ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ସମାଧାନ । ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆବର୍ଷରେ ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ):ଇଂରାଜୀ ନବବର୍ଷରେ ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବହି ପଢିବା ନିତିଦିନିଆ ଅଭ୍ୟାସରେ ପରିଣତ କରିବାକୁ ଯୁବପିଡିଙ୍କୁ ଆହ୍ଵାନ କଲେ କେନ୍ଦ୍ରମନ୍ତ୍ରୀ । ‘ପଢ଼େ ଭାରତ’ ଅଭିଯାନ ଅନ୍ତର୍ଗତ କେନ୍ଦ୍ରମନ୍ତ୍ରୀ…

ଧର୍ମେନ୍ଦ୍ରଙ୍କ ପ୍ରଶ୍ନରେ ବବିଙ୍କ ସିରିଜ୍ ଟ୍ବିଟ୍, କହିଲେ ବିରୋଧୀ ପ୍ରମାଣ ଦିଅନ୍ତୁ ମୁଖ୍ୟମନ୍ତ୍ରୀ ଦୋଷୀକୁ…

କେନ୍ୟୁଜ୍(ବ୍ୟୁରୋ):ମମିତା ହତ୍ୟା ମାମଲାରେ ଥମୁନି ରାଜନୈତିକ ବୟାନବାଜି । ବହୁ ଦିନର ନିରବତା ପରେ ମୁହଁ ଖୋଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟ ବିଜେପି ସରକାରଙ୍କୁ ଘେରୁଥିବା ବେଳେ ସେ ଚୁପ୍‌ ଥିଲେ । ପୂର୍ବରୁ କେବଳ ଗୋଟିଏ ଟୁଇଟ କରିଥିଲେ ଧର୍ମେନ୍ଦ୍ର । ଆଜି…

ଏବେ ୨୨ଟି ଆଞ୍ଚଳିକ ଭାଷାରେ ଦୈନିକ ବ୍ୟବହାରିକ କଥା ଶିଖିବେ ଛାତ୍ରଛାତ୍ରୀ, ଭାଷା ସଙ୍ଗମ ଆପର ଲୋକାର୍ପଣ କଲେ…

କେନ୍ୟୁଜ୍(ବ୍ୟୁରୋ):  ଭାଷା ସଙ୍ଗମ ଓ ମୋବାଇଲ ଆପ୍‌ର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ଦ୍ୱାରା ୨୨ଟି ଆଞ୍ଚଳିକ ଭାଷାରେ ଦୈନିକ ବ୍ୟବହାରିକ କଥା ଛାତ୍ରଛାତ୍ରୀ ଶିଖିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ। ଭାଷା ସଙ୍ଗମ ଆପ୍‌ରେ ୨୨ଟି ଆଞ୍ଚଳିକ ଭାଷାରେ ପ୍ରତିଦିନ…

ନଭେମ୍ବର ୨ରୁ ଭୁବନେଶ୍ୱରରୁ ଜୟପୁରକୁ ସିଧାସଳଖ ବିମାନ ସେବା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱ (କେନ୍ୟୁଜ): ଟେମ୍ପଲ ସିଟିରୁ ପିଙ୍କ୍‌ ସିଟି । ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ଉଡିବ ବିମାନ । ନଭେମ୍ବର ୨ ରୁ ଉଡିବ ବିମାନ । ଏନେଇ ଚିଠି ଲେଖି ଜଣାଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି…

ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ପୁରୀ-ହାଟିଆ-ତପସ୍ୱିନୀ ଏକ୍ସପ୍ରେସକୁ ଏଲ୍ଏଚବି କୋଚରେ ପରିଣତ କରାଯାଉ

ନୂଆଦିଲ୍ଲୀ : ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ଏଲ୍‌ଏଚ୍‌ବି କୋଚରେ ପରିଣିତ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି । ଓଡ଼ିଶା…

୫ ରାଜ୍ୟରେ ବିଧାନସଭା ନିର୍ବାଚନ ନେଇ ଆସିଲା BJPର ପ୍ରଭାରୀ ତାଲିକା, ଧର୍ମେନ୍ଦ୍ର ପ୍ରଧାନଙ୍କୁ ୟୁପି ଦାୟିତ୍ୱ

ନୂଆଦିଲ୍ଲୀ(କେନ୍ଯୁଜ୍): ଆସନ୍ତା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବିଜେପିର ପ୍ରସ୍ତୁତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ୟୁପିର ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି । ଏ ନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଘୋଷଣା କରିଛନ୍ତି । ସେହିପରି…

ଓଡ଼ିଶାର ଶିକ୍ଷା ବ୍ୟବସ୍ଥା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାର ଶିକ୍ଷା ବ୍ୟବସ୍ଥା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ସକାଳୁ ସଂଧ୍ୟା ପର୍ଯ୍ୟନ୍ତ ପ୍ରାୟ ୧୦ ଘଣ୍ଟା ଧରି ସ୍କୁଲ ଓ ଉଚ୍ଚଶିକ୍ଷା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ଚାଲିବ । ରାଷ୍ଟ୍ରୀୟ ଉଚ୍ଚତର…

ଓଡ଼ିଶାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର(କେନ୍ଯୁଜ୍): ଓଡ଼ିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଁଚିଛନ୍ତି । ଜନ ଆଶୀର୍ବାଦ ଯାତ୍ରାରେ ଯୋଗ ଦେଇଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ପୁରୀ ଗସ୍ତ କରିଛନ୍ତି।…

ରାଜ୍ୟରେ କୋଭିଡ୍‌ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟରେ କୋଭିଡ୍‌ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଆଗାମୀ ୧୫ ଦିନ ଓଡ଼ିଶା ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ଧର୍ମେନ୍ଦ୍ର କହିଛନ୍ତି। ରାଜ୍ୟରେ ଗାଁ ଓ ୱାର୍ଡ…

ପିପିଲିରେ ହାଇଭୋଲଟେଜ୍‌ କ୍ୟାମ୍ପେନ୍‌, ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଧର୍ମେନ୍ଦ୍ର ପ୍ରଧାନ

ପିପିଲି(କେ.ନ୍ୟୁଜ): ପିପିଲିରେ ଚାଲିଛି ହାଇଭୋଲଟେଜ୍‌ କ୍ୟାମ୍ପେନ୍‌। ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ଆଜି ପ୍ରଚାରରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରୋଡ୍‌ ସୋ’ରେ ସାମିଲ ହୋଇ ଧର୍ମେନ୍ଦ୍ର ବିଜେପି ପାଇଁ ଭୋଟ ଭିକ୍ଷା କରିଛନ୍ତି । ମୋଦିଙ୍କ…