ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି, ଭଦ୍ରକରେ ମେଡିକାଲ କଲେଜ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଦୁଇଟି ପ୍ରସଙ୍ଗରେ ଅଲଗା ଅଲଗା ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭଦ୍ରକରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରାଳୟକୁ ପ୍ରସ୍ତାବ ଦେବାକୁ…