ଯାଜପୁର, ଭଦ୍ରକ, କେନ୍ଦୁଝର ପରେ କଟକରେ ଝାଡାବାନ୍ତି ଆତଙ୍କ: କେନ୍ଦ୍ରରୁ ଆସୁଛନ୍ତି ୧୪ ଜଣିଆ ଟିମ୍
ଭୁବନେଶ୍ୱର : ଚାରି ଜିଲ୍ଲାକୁ ବ୍ୟାପିଲା ଝାଡାବାନ୍ତି । ଯାଜପୁର, ଭଦ୍ରକ, କେନ୍ଦୁଝର ପରେ କଟକ ଜିଲ୍ଲାରେ ଝାଡାବାନ୍ତି ଆତଙ୍କ । କଟକ ସଦରର ଝିଙ୍କିରିଆ ଗ୍ରାମ ପଂଚାୟତରେ ବି କିଛି ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି । ଯାଜପୁରର ୮ ଜଣଙ୍କୁ ଛାଡ଼ି ଆଉ କୌଣସି କଲେରା ରୋଗୀ ନାହାନ୍ତି । ଆଜି…