Browsing Tag

dibakar nayak

କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ, ପୈତୃକ ଗାଁରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଗତକାଲି ସିପିଆଇ ରାଜ୍ୟ କାର୍ଯ୍ୟାଳୟ ଭଗବତୀ ଭବନରେ ତାଙ୍କର ବିୟୋଗ ହୋଇଛି । ଲମ୍ବା ସମୟ ଧରି ସିପିଆଇର ରାଜ୍ୟ ସାଧାରଣ ସମ୍ପାଦକ ଥିଲେ ଦିବାକର । ମୃତ୍ୟୁ ପୂର୍ବରୁ ସିପିଆଇର…