ଲଗାତାର କିଛିଦିନ ହେଲାଣି ସ୍ଥିର ରହିଛି ପେଟ୍ରୋଲ କିମ୍ବା ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ୱର ରେଟ୍
ଆଜି ପାଇଁ ସ୍ଥିର ରହିଛି ପେଟ୍ରୋଲ କିମ୍ବା ଡିଜେଲ ଦର । ଲଗାତାର କିଛିଦିନ ହେଲାଣି ସ୍ଥିର ରହିଛି ପେଟ୍ରୋଲ କିମ୍ବା ଡିଜେଲ ଦର । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୯୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୬୮ ପଇସା ରହିଛି ।
ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର…