ଗର୍ଭାବସ୍ଥାରେ ସକାଳେ କଣ ଖାଇବେ? ଜାଣନ୍ତୁ ସଠିକ୍ ଡାଏଟ୍
ଗର୍ଭାବସ୍ଥା ପ୍ରତ୍ୟେକ ମହିଳାଙ୍କ ଜୀବନର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସମୟ। ଏହି ସମୟରେ ମା'ଙ୍କ ସ୍ୱାସ୍ଥ୍ୟ ସହ ଗର୍ଭସ୍ଥ ଶିଶୁର ବିକାଶ ମଧ୍ୟ ସଠିକ୍ ପୋଷଣ ଉପରେ ନିର୍ଭର କରେ। ତେଣୁ ପ୍ରତିଦିନର ଖାଦ୍ୟରେ ପୋଷକତତ୍ତ୍ୱରେ ଭରପୂର ଖାଦ୍ୟ ସାମିଲ କରିବା ଅତ୍ୟନ୍ତ ଜରୁରୀ।
ଗର୍ଭାବସ୍ଥା…