Browsing Tag

Digital ticketing

ଧାଡ଼ିରେ ନୁହେଁ, ଏବେ ଗୋଟେ କ୍ଲିକରେ ବୁକ୍ କରିପାରିବେ ଟ୍ରେନ ଟିକେଟ୍

ଭୁବନେଶ୍ୱର : ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଚଳିତ ଆର୍ଥିକ ବର୍ଷର ପ୍ରଥମ ଛଅ ମାସରେ ଡିଜିଟାଲ ଟିକେଟିଂରେ ଅପୂର୍ବ ବୃଦ୍ଧି ଦେଖିଛି । ଇ-ଟିକେଟିଂ, ଅଟୋମାଟିକ ଟିକେଟ୍ ଭେଣ୍ଡିଂ ମେସିନ୍‌ (ଏଟିଭିଏମ) ଓ ମୋବାଇଲ୍ ଆଧାରିତ ୟୁଟିଏସ (ଅଣସଂରକ୍ଷିତ) ଟିକେଟିଂ ରେ ଯାତ୍ରୀ ମାନଙ୍କ…