ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ ସିଂଙ୍କୁ କରୋନା, ୫ ଦିନ ବିଶ୍ରାମ ନେବାକୁ ଡାକ୍ତରଙ୍କ ପରାମର୍ଶ
ମଧ୍ୟପ୍ରଦେଶ କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଦିଗ୍ବିଜୟ ସିଂଙ୍କୁ କରୋନା । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସେ ନିଜର ‘X’ ଆକାଉଣ୍ଟରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଡାକ୍ତର ତାଙ୍କୁ ୫ ଦିନ ବିଶ୍ରାମ ନେବାକୁ ପରାମର୍ଶ ଦେଇଥିବା ଦିଗ୍ବିଜୟ ସିଂ ତାଙ୍କ…