Browsing Tag

dilip bisoyi

ଖ୍ୟାତନାମା ସାମ୍ବାଦିକ ଦିଲୀପ ବିଶୋୟୀଙ୍କୁ ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ବର(କେନ୍ୟୁଜ୍): ଓଡିଶାର ଖ୍ୟାତନାମା ସାମ୍ବାଦିକ ତଥା ଏକ ପ୍ରମୁଖ ଗଣମାଧ୍ୟମର ସଂପାଦକ ଦିଲୀପ ବିଶୋୟୀଙ୍କୁ ରାଜ୍ୟ ସୂଚନା କମିଶନର ସଦସ୍ୟ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଓ ସଂସଦୀୟ ବ୍ୟାପାର…