ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ଟି ପ୍ରମୁଖ ଦାବି ରଖିଲେ
ଭୁବନେଶ୍ୱର : ରାଉରକେଲାରେ ହେଉ ରେଳବାଇ ଡିଭିଜନ, ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ କାର୍ଯ୍ୟକୁ ତ୍ବରିତ କରାଯାଉ ଏବଂ ଏୟାରପୋର୍ଟର ଉନ୍ନତିକରଣ ଓ ସମ୍ପ୍ରସାରଣ କରାଯାଉ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଏହି ତିନିଟି ଦାବି ରଖିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଉରକେଲାର…