ବିବାହ ବନ୍ଧନରେ ବାନ୍ଧି ହେଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଦୀପ୍ତିରେଖା
ଭୁବନେଶ୍ୱର : ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢ଼ୀ। ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏକ ହୋଟେଲ୍ରେ ପରିବାର ଲୋକଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି। ଖୋର୍ଦ୍ଧାର ସୌମ୍ୟରଂଜନ ଶତପଥୀଙ୍କୁ ସେ ବିବାହ କରିଛନ୍ତି।
ସଂଗୀତ ନିର୍ଦେଶକ ପ୍ରେମ…