Browsing Tag

Director of Health

ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦% କେବଳ ଭୁବନେଶ୍ୱରରୁ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଥିବା କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଲୋକ ମାନଙ୍କୁ…