ଦର୍ଶକ ଦେଖିପାରିବେନି ଝାଇଁମରା ନାଚ, ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର : ଆଉ ଦର୍ଶକ ଦେଖିପାରିବେନି ଝାଇଁମରା ନାଚ । ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍ ବଢ଼ୁଥିଲା । ହେଲେ ନାଟକରେ ଆଇଟମ୍ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି । ଯାହାକୁ ନେଇ ନାନା ବିଶୃଙ୍ଖଳା ସୃଷ୍ଟି ହେଉଛି । ଏଣିକି ଯାତ୍ରାରେ ଅଶ୍ଳୀଳ…