Browsing Tag

discharged hospital

ସୁସ୍ଥ ହୋଇ ଘରକୁ ଫେରିଲେ ଅମିତାଭ ବଚ୍ଚନ, ଫ୍ୟାନ୍ସଙ୍କୁ ଧନ୍ୟବାଦ ଜଣାଇଲେ ଅଭିଷେକ

ବଲିଉଡର ବିଗ୍ ବି ଅମିତାଭ ବଚ୍ଚନଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର। କୋଭିଡ୍ ୧୯ର ଚିକିତ୍ସା କରାଉଥିବା ଅମିତାଭ ବଚ୍ଚନଙ୍କ ରିପୋର୍ଟ ନେଗେଟିଭ୍ ଆସିବା ପରେ ତାଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି। ଗତ କିଛି ଦିନ ହେଲାଣି ଅମିତାଭ ଓ ଅଭିଷେକ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ…