ଓଡ଼ିଶା DGP ଚୟନ ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
ଓଡ଼ିଶା DGP ଚୟନ ମାମଲା । ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି । ଆମିକସ କ୍ୟୁରି ଦାଖଲ କଲେ ରିପୋର୍ଟ । ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ । ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ଚୟନକୁ ନେଇ ସସ୍ ପେନ୍ସ ଜାରି ରହିଛି ।
ଆଜି…