ଲିଙ୍ଗରାଜ ଷ୍ଟେସନର ଟ୍ରାକରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅଭିଯୋଗ
ଭୁବନେଶ୍ୱର : ଯୁବକଙ୍କୁ ମାରିଲା କିଏ ? ବିଲଡରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ଲିଙ୍ଗରାଜ ଷ୍ଟେସନର ଟ୍ରାକରୁ ବିଲଡରଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କଲା ଜିଆରପି ପୋଲିସ । ମୃତକ ହେଲେ ବୋତଣ୍ଡାର ପପୁ ବେହେରା । ଜମି ଓ ପ୍ଲଟ ବିକ୍ରି କାରବାର କରୁଥିଲେ ପପୁ ।
ଗତକାଲି ବିଳମ୍ବିତ…