୧୫ ବର୍ଷ ବୟସରେ ୫୦ ତମ ଡାଇଭ୍ ପୂରଣ କରି ରେକର୍ଡ କଲେ ଓଡ଼ିଆ ଝିଅ ତିସ୍ୟା
ସମ୍ବଲପୁରରେ ଜନ୍ମିତ ତିସ୍ୟା ପାଣିଗ୍ରାହୀ । ଓଡ଼ିଆ ଜଳପରୀ । ଗଭୀର ସମୁଦ୍ରରେ ଡାଇଭ୍ କରି ସମସ୍ତଙ୍କୁ କରିଛନ୍ତି ଗର୍ବିତ । ଦୁବାଇ ବାସିନ୍ଦା ଓଡ଼ିଆ ସ୍କୁବା ଡାଇଭର ୧୫ ବର୍ଷୀୟ ତିସ୍ୟା ପାଣିଗ୍ରାହୀ ହାସଲ କରିଛନ୍ତି ନୂଆ ରେକର୍ଡ । କିଛି ଦିନ ପୂର୍ବେ ନିଜର ୫୦ ତମ ଡାଇଭ୍ ପୁରା କରି…