ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା ଗିରଫ, ୮୭୦ ଗ୍ରାମ ସୁନା ସହ ନଗଦ ୧୩ ଲକ୍ଷ ୪୭ ହଜାର ଜବତ
ଭୁବନେଶ୍ୱର : ଓଡ଼ିଶା ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା ଗିରଫ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ରେଡ ବେଳେ ସୁବାସଙ୍କ ଘରୁ ବିପୁଳ ସମ୍ପତ୍ତି ଜବତ ହୋଇଥିଲା । ଭୁବନେଶ୍ବରର ବିଭିନ୍ନ…