ଦୀପାବଳି ରାତିରେ ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ୪ ମୃତ, ୧୦ ଗୁରୁତର
ମୁମ୍ବାଇ : ଦୀପାବଳି ରାତିରେ ମୁମ୍ବାଇ ୱଶୀରେ ଥିବା ରହେଜା କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି । ନିଆଁ ବିଲିଡିଂର ୧୦ମ ମହଲାରେ ଲାଗିଥିଲା । ଘଟଣା ବିଷୟରେ ଖବର ପାଇଁ ନଭି ମୁମ୍ବାଇ ଅଗ୍ନିଶମ ବିଭାଗ ଘଟଣା…