ଶ୍ରୀମନ୍ଦିରରେ ପାଳିତ ହେଉଛି ଦୀପାବଳି ଅମାବାସ୍ୟା ନୀତି, ପୟାଶ୍ରାଦ୍ଧ ଓ ବଡ଼ବଡୁଆ ଡାକ ପାଇଁ ଜମିଛି ଭିଡ଼
ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ପାଳିତ ହେଉଛି ଦୀପାବଳି ଅମାବାସ୍ୟା ନୀତି । ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଶ୍ରୀଜିଉଙ୍କ ଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିଛନ୍ତି ଶ୍ରଦ୍ଧାଳୁ । ବଡ଼ବଡୁଆ ହୋ,ଅନ୍ଧାରେ ଆସି…