doctor beating

ବାସୁଦେବପୁର: ଡାକ୍ତରଖାନା ଭିତରେ ଡାକ୍ତରଙ୍କୁ ମାଡ ମାରିବା ଅଭିଯୋଗରେ ଯୁବକ ଅଟକ

ବାସୁଦେବପୁର (କେନ୍ୟୁଜ): ଭଦ୍ରକ ଜିଲ୍ଲା ବାସୁଦେବପୁର ଡାକ୍ତରଖାନାର ଡାକ୍ତରଙ୍କୁ ମାଡ ମାରିବା ଅଭିଯୋଗରେ ଯୁବକ ଥାନାରେ ଅଟକ । ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଘଟିକା ସମୟରେ…

2 years ago