ରାଜଧାନୀ ଦିଲ୍ଲୀରେ ଚାଞ୍ଚଲ୍ୟ, ହସ୍ପିଟାଲକୁ ରୋଗୀ ସାଜି ଆସିଲେ ଡାକ୍ତରଙ୍କୁ ଗୁଳି କରି ଚାଲିଗଲେ
ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ଚାଞ୍ଚଲ୍ୟ । ରୋଗୀ ସାଜି ଆସିଲେ ହସ୍ପିଟାଲ ଭିତରେ ଡାକ୍ତରଙ୍କୁ ଗୁଳି କରି ହତ୍ୟା କଲେ। କାଳିନ୍ଦୀକୁଞ୍ଜ ଥାନା ଜୟତପୁର ଅଞ୍ଚଳରେ ଡାକ୍ତରଙ୍କୁ ନିର୍ମମ ହତ୍ୟା କରାଯାଇଥିବା ସୂଚନା ମିଳିଛି । ଆହତ ଅବସ୍ଥାରେ ଆସି ୨ ଦୁର୍ବୃତ୍ତ କ୍ୟାବିନରେ ପଶି ଡାକ୍ତରଙ୍କୁ…