ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର, ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର
ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର । ଏହା ସହ ୩ ହଜାର ପାରା ମେଡିକାଲ ଷ୍ଟାଫ ମଧ୍ୟ ନିଯୁକ୍ତି ପାଇବେ । ଏନେଇ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର । ଆଜି ବିଧାନସଭାରେ ଏହା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ୨୦୧୪ ପରେ ଯେତେ ସବୁ ୧୦୦ ବେଡ ବିଶିଷ୍ଟ…