ଭୁବନେଶ୍ୱରରେ ବଢିଛି କୁକୁର ଆତଙ୍କ, ଆସନ୍ତାକାଲିରୁ ଆରମ୍ଭ ହେବ ବନ୍ଧ୍ୟାକରଣ : ମେୟର ସୁଲୋଚନା ଦାସ
ଭୁବନେଶ୍ୱର: ଭୁବନେଶ୍ୱର ବାସୀଙ୍କୁ ଘାରିଛି ବୁଲା କୁକୁର ଭୟ । ପିଲାଠୁ ନେଇ ବୟସ୍କ, ରାସ୍ତାରେ ଯା’ ଆସ କଲାବେଳେ କୁକୁର କାମୁଡ଼ା ଓ ଆକ୍ରମଣର ଶିକାର ହେଉଛନ୍ତି । କୁକୁରଙ୍କ କାରଣରୁ ରାଜଧାନୀରେ ଦୁର୍ଘଟଣା ମଧ୍ୟ ବଢୁଛି । ଅନେକ ସମୟରେ ଏପରି ମଧ୍ୟ ଦେଖାଯାଇଛି କି, ରାଜଧାନୀ ଗଳି କନ୍ଦିରେ…